Sunday Upay: କୌଣସି ରାଶିରେ ସୂର୍ଯ୍ୟ ଦେବଙ୍କ ସ୍ଥିତି ଦୁର୍ବଳ ଥିଲେ ବ୍ୟକ୍ତିକୁ ତା ଜୀବନରେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ । ସୂର୍ଯ୍ୟ ଦେବତାଙ୍କୁ ପ୍ରସନ୍ନ କରିବା ପାଇଁ ଜ୍ୟୋତିଷ ଶାସ୍ତ୍ରରେ ଅନେକ ଉପାୟ କୁହାଯାଇଛି । ଜୀବନରେ ଧନ ଓ ଖ୍ୟାତି ପାଇବାକୁ ଚାହୁଁଥିଲେ ରବିବାର ଏହିସବୁ ଉପାୟ କରିବା ଦ୍ବାରା ସୂର୍ଯ୍ୟ ଦେବଙ୍କ ଆର୍ଶିବାଦ ଲାଭ ହୋଇଥାଏ ।
Trending Photos
Sunday Upay: ସୂର୍ଯ୍ୟ (Lord Surya) ହେଉଛନ୍ତି ସକଳ ଶକ୍ତିର ଆଧାର। ରବିବାର (Sunday) ଦିନ ସୂର୍ଯ୍ୟ ଦେବଙ୍କ ପାଇଁ ସମର୍ପିତ କରାଯାଇଛି । ଏହି ଦିନ ସୂର୍ଯ୍ୟ ଦେବତାଙ୍କୁ ରୀତିନୀତି ଅନୁଯାୟୀ ପୂଜା କରାଯାଏ। ହିନ୍ଦୁ ଧର୍ମରେ, ପୃଥିବୀ ପୃଷ୍ଠରୁ ସିଧା ସଳଖ ଦେଖାଯାଉଥିବା ପ୍ରତ୍ୟେକ୍ଷ ଦେବତା ହେଉଛନ୍ତି ସୂର୍ଯ୍ୟ (Lord Surya)। ସେ ସମସ୍ତ ପ୍ରାଣୀ,ଗଛ ଲତାଙ୍କ ଜୀବନର ଆଧାର। ସୂର୍ଯ୍ୟ ଦେବତାଙ୍କୁ ସମସ୍ତ ଗ୍ରହର ରାଜା ବୋଲି ମଧ୍ୟ କୁହାଯାଏ। ଯଦିଓ ପ୍ରତିଦିନ ସୂର୍ଯ୍ୟ ଭଗବାନଙ୍କୁ (Surya)ଜଳ ଅର୍ପଣ କରିବା ଶୁଭ ଅଟେ, କିନ୍ତୁ ରବିବାର ଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରିବା ଦ୍ବାରା ଜୀବନରେ ଅନେକ ସମସ୍ୟାର ସମାଧାନ ହୋଇଥାଏ । ଯେଉଁ ବ୍ୟକ୍ତିର ରାଶିରେ ସୂର୍ଯ୍ୟଙ୍କ ସ୍ଥିତି ସୁଦୃଢ ଥାଏ ସେହି ବ୍ୟକ୍ତିର ଜୀବନରେ ସୁଖ, ଶାନ୍ତି ଓ ଧନ ଓ ଖାତି ବୃଦ୍ଧି ପାଇଥାଏ । ସେହିପରି କୌଣସି ରାଶିରେ ସୂର୍ଯ୍ୟ ଦେବଙ୍କ ସ୍ଥିତି ଦୁର୍ବଳ ଥିଲେ ବ୍ୟକ୍ତିକୁ ତା ଜୀବନରେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ । ସୂର୍ଯ୍ୟ ଦେବତାଙ୍କୁ ପ୍ରସନ୍ନ କରିବା ପାଇଁ ଜ୍ୟୋତିଷ ଶାସ୍ତ୍ରରେ ଅନେକ ଉପାୟ କୁହାଯାଇଛି । ରବିବାର ଦିନ ଏହି ଉପାୟ କରିବା ସର୍ବୋତ୍ତମ ବୋଲି ବିବେଚନା କରାଯାଏ । ଯଦି ଆପଣ ମଧ୍ୟ ଜୀବନରେ ଧନ ଓ ଖ୍ୟାତି ପାଇବାକୁ ଚାହୁଁଛନ୍ତି, ତେବେ ରବିବାର ଦିନ ଏହିସବୁ ଉପାୟ କରନ୍ତୁ।
ରବିବାର ଦିନ କରନ୍ତୁ ଏହି ସବୁ କାମ- ମିଳିବ ସୂର୍ଯ୍ୟ ଦେବତାଙ୍କ ଆର୍ଶିବାଦ,ବର୍ଷିବ ଧନ
(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ। )