ଦେଶରେ ୧୪ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଦେଶର କୋରୋନା ପ୍ରଭାବିତ ରାଜ୍ୟଗୁଡ଼ିକର ତାଲିକାରେ ମହାରାଷ୍ଟ୍ର ଟପରେ ଅଛି । ଏଠାରେ ଗତ ୨୪ ଘଣ୍ଟା ମଧ୍ୟରେ ୯,୪୩୧ଟି ନୂଆ ସଂକ୍ରମିତ ମାମଲା ସାମ୍ନାକୁ ଆସିଛି ।

ଦେଶରେ ୧୪ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

About the Author