ରାଜଧାନୀରେ ପୁଣି ଗୋଟିଏ ଦିନରେ ୨ ହଜାରରୁ ଅଧିକ କୋରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨,୨୫୨ ନୂତନ କୋରୋନା ସଂକ୍ରମିତ ମାମଲା ରିପୋର୍ଟ ହୋଇଛି । ଏହା ପରେ ଦେଶର ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ଅତିକ୍ରମ କରିଛି ।

ରାଜଧାନୀରେ ପୁଣି ଗୋଟିଏ ଦିନରେ ୨ ହଜାରରୁ ଅଧିକ କୋରୋନା ଆକ୍ରାନ୍ତ ଚିହ୍ନଟ

About the Author