ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ପ୍ରାୟ ୧ ଲକ୍ଷ, ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଦିଲ୍ଲୀରେ ବର୍ତ୍ତମାନ ପର୍ଯ୍ୟନ୍ତ ୯୯,୪୪୪ କୋରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାସହ ଏପର୍ଯ୍ୟନ୍ତ ୩,୦୬୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ପ୍ରାୟ ୧ ଲକ୍ଷ, ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

About the Author