ଦିଲ୍ଲୀରେ ୯୨ ହଜାର ଟପିଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୨୩୭୩ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୬୧ ରୋଗୀଙ୍କ ମୃତ୍ୟୁ ଘଟିଛି ।

ଦିଲ୍ଲୀରେ ୯୨ ହଜାର ଟପିଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା

About the Author