ମହାରାଷ୍ଟ୍ରରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୭,୧୯୦

ଭାରତରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି । ଅନ୍ୟପକ୍ଷେ ମହାରାଷ୍ଟ୍ରରେ ଏହାର ସ୍ଥିତି ଅତ୍ୟନ୍ତ ଭୟାବହ ରହିଛି । ଏହି କ୍ରମରେ ଶନିବାର ମହାରାଷ୍ଟ୍ରରେ ୨,୬୦୮ ଜଣ ନୂଆ କୋରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାସହ ୬୦ ଜଣ କୋରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ମହାରାଷ୍ଟ୍ରରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୭,୧୯୦

About the Author