ଦେଶରେ ୫୦ ହଜାର ପାର୍ କଲା ଆକ୍ଟିଭ କେଶ

ବଢ଼ିଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୬୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ୧୦୦ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏବେ ଦେଶରେ ୫୦ ହଜାର ପାର୍ କଲାଣି ଆକ୍ଟିଭ କେଶ । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି ।

ଦେଶରେ ୫୦ ହଜାର ପାର୍ କଲା ଆକ୍ଟିଭ କେଶ

About the Author