ଏହି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢ଼ିଲା ୩ ପ୍ରତିଶତ ମହଙ୍ଗା ଭତ୍ତା

ତ୍ରିପୁରାର ଆଇନ ମନ୍ତ୍ରୀ ରତନ ଲାଲ ନାଥ କହିଛନ୍ତି ଯେ, ଆର୍ଥିକ ବର୍ଷ ୨୦୨୧-୨୨ରେ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାରେ ବୃଦ୍ଧି ଯୋଗୁଁ ରାଜ୍ୟ ସରକାର ଅତିରିକ୍ତ ୩୨୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

ଏହି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢ଼ିଲା ୩ ପ୍ରତିଶତ ମହଙ୍ଗା ଭତ୍ତା

About the Author