ମହାରାଷ୍ଟ୍ରରେ କୋରୋନା ତାଣ୍ଡବ: ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ନୂଆ ସଂକ୍ରମିତ ମାମଲା ସାମ୍ନାକୁ ଆସିଛି । ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୨୫୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ମହାରାଷ୍ଟ୍ରରେ କୋରୋନା ତାଣ୍ଡବ: ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

About the Author