ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଭୋଟ- ୧୬ ମନ୍ତ୍ରୀଙ୍କ ଭାଗ୍ୟ ପରୀକ୍ଷା

ବିହାରରେ, ୧୮ଟି ଜିଲ୍ଲାରେ ବିସ୍ତାରିତ ୧୨୧ଟି ନିର୍ବାଚନମଣ୍ଡଳୀରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ମତଦାନ ଅନୁଷ୍ଠିତ ହେବ। ମୁକ୍ତ, ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହେବ। କିନ୍ତୁ ସୁରକ୍

ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଭୋଟ- ୧୬ ମନ୍ତ୍ରୀଙ୍କ ଭାଗ୍ୟ ପରୀକ୍ଷା

About the Author