ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ, ଧର୍ମେନ୍ଦ୍ର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Narendra Modi) ଙ୍କ ୭୦ତମ ଜନ୍ମଦିବସ ଅବସରରେ ସମଗ୍ର ଦେଶରୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତାର ସୁଅ ଛୁଟିଛି। ନେତାମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତା ପ୍ରଧାନମନ୍ତ୍ରୀ (Prime Minister) ଙ୍କୁ ଶୁଭେଚ୍ଛା ବାର୍ତ୍ତା ମଧ୍ୟ ଜଣାଉଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ, ଧର୍ମେନ୍ଦ୍ର

About the Author