ଦେଶରେ ପୁଣି ଆରମ୍ଭ ହେଲା କୋରୋନାର ତାଣ୍ଡବ: ଏହି ୩ଟି ରାଜ୍ୟର ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ମାମଲା...

Coronavirus in India: ସେପଟେ ଦେଶରେ ବର୍ତ୍ତମାନ ଯାଏ ମୋଟ ମାମଲା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ବର୍ତ୍ତମାନ ଯାଏ ମୋଟ ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ସମୟରେ ମୋଟ ୪ ଲକ୍ଷ ୨୧ ହଜାର ୬୬ ସକ୍ରିୟ ମାମଲା ରହିଛି ।

ଦେଶରେ ପୁଣି ଆରମ୍ଭ ହେଲା କୋରୋନାର ତାଣ୍ଡବ: ଏହି ୩ଟି ରାଜ୍ୟର ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ରେକର୍ଡ ସଂଖ୍ୟକ ମାମଲା...

About the Author