ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୨,୭୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

About the Author