ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୯୧ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୪,୭୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୯୧ ସଂକ୍ରମିତ

About the Author