Coronavirus in India: କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୨୮୯ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୪୭୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୭ ହଜାର ୮୯୩କୁ ବୃଦ୍ଧି ପାଇଛି ।

Coronavirus in India: କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୨୮୯ ସଂକ୍ରମିତ

About the Author