• ବିଭିନ୍ନ କ୍ଷେତ୍ରରେ ପ୍ରଥମ ହୋଇଥିବା ଓଡ଼ିଶାକୁ ନୀତି ଆୟୋଗର ପ୍ରଶଂସା
  • ଜୁଲାଇରେ ଅଲିମ୍ପିକ୍ସ ସହ ସଂପୃକ୍ତ ବ୍ୟକ୍ତିଙ୍କ ମଧ୍ୟରୁ ୯୦ ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ
  • ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ହାତୀ ଆକ୍ରମଣରେ ମହିଳା ମୃତ
  • ଟୋକିଓ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ଭାରତୀୟ ମହିଳା ହକି ଟିମ୍
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
  • ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୨ ଜୀବନ
  • ଦେଶରେ ଦିନକରେ ୪୦ ହଜାର ୧୩୪ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଜାମ୍ମୁ ଓ କାଶ୍ମୀରର ସାମ୍ବା ସୀମାରେ ୪ ସନ୍ଦିଗ୍ଧ ଡ୍ରୋନ୍‌ ଠାବ
  • ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

ଦେଶରେ ବର୍ତ୍ତମାନ ଯାଏଁ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ, ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା

Coronavirus in India:ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ଲୋକ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ଏଥିରୁ ୩ ଲକ୍ଷ ୯୦ ହଜାରରୁ ଅଧିକ ସଂକ୍ରମିତଙ୍କ ମତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାର ୮୪୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର

ଦେଶରେ ବର୍ତ୍ତମାନ ଯାଏଁ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ, ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା

ନୂଆଦିଲ୍ଲୀ: Coronavirus in India:ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ଲୋକ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ଏଥିରୁ ୩ ଲକ୍ଷ ୯୦ ହଜାରରୁ ଅଧିକ ସଂକ୍ରମିତଙ୍କ ମତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାର ୮୪୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୫୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୮ ହଜାର ୮୧୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୯,୩୨୭ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।