କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୫୬ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୮ ହଜାର ୪୯୩କୁ ବୃଦ୍ଧି ପାଇଛି ।

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୫୬ ସଂକ୍ରମିତ

About the Author