ଦେଶରେ ୮୦ ହଜାର ଟପିଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା

ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର । ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୨୭,୫୩୪କୁ ବୃଦ୍ଧି ପାଇଛି ।

ଦେଶରେ ୮୦ ହଜାର ଟପିଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା
Image Credit: ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

About the Author