delhi fire tragedy: ଦିଲ୍ଲୀରେ ପୁଣି ଲାଗିଲା ନିଆଁ: ଚାରି ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ସଙ୍ଗମ ବିହାର ଅଞ୍ଚଳର ଟିଗରି ଏକ୍ସଟେନସନରେ ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରେ ଏକ ଚାରି ମହଲା କୋଠାରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ଚାରିକୁ ବୃଦ୍ଧି ପାଇଛି। ଘଟଣାସ୍ଥଳରୁ ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୁଇ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇ

delhi fire tragedy: ଦିଲ୍ଲୀରେ ପୁଣି ଲାଗିଲା ନିଆଁ: ଚାରି ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜଣଙ୍କ ମୃତ୍ୟୁ

About the Author