ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଖୁସି ଖବର! ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ମୋଦି ସରକାର

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆମ ଦେଶରେ ବ୍ୟାଙ୍କ ଜମାକାରୀଙ୍କ ପାଇଁ ବୀମା ବ୍ୟବସ୍ଥା ୬୦ ଦଶକରେ କରାଯାଇଥିଲା। ଏହାପୂର୍ବରୁ ବ୍ୟାଙ୍କରେ ଜମା ରାଶି କେବଳ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଗ୍ୟାରେଣ୍ଟି ଦିଆଯାଇଥିଲା, ତା’ପରେ ଏହାକୁ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ଆମେ ଏହି ପରିମାଣକୁ ୧ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛୁ।

ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଖୁସି ଖବର! ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ମୋଦି ସରକାର
Image Credit: ଫାଇଲ ଫଟୋ

About the Author