ଲଗାତର ଦ୍ୱିତୀୟ ଦିନରେ ବି ଡିଜେଲ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।

ଲଗାତର ଦ୍ୱିତୀୟ ଦିନରେ ବି ଡିଜେଲ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

About the Author