Diwali Wish: ଦୀପାବଳିରେ ଶୁଭେଚ୍ଛା ଦେଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, "ମୋର ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା। ଆଲୋକର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ସମୃଦ୍ଧି ଏବଂ ସଦ୍ଭାବନାରେ ଆଲୋକିତ କରୁ।" ପ୍ରଧାନମନ୍ତ୍

Diwali Wish: ଦୀପାବଳିରେ ଶୁଭେଚ୍ଛା ଦେଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

About the Author