• ତପନ ଚାନ୍ଦ ବେଦାନ୍ତ କମ୍ପାନିର ଆବାସିକ ନିର୍ଦେଶକ ନିଯୁକ୍ତ
  • ୨୧ ବର୍ଷ ପରେ ଭାରୋତ୍ତୋଳନରେ ଭାରତକୁ ଅଲିମ୍ପିକ ପଦକ
  • ମହିଳା ୪୯ କେଜି ବର୍ଗରେ ମୀରାବାଈ ଚାନୁଙ୍କୁ ରୌପ୍ୟ ପଦକ
  • ମୀରାବାଈ ଚାନୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
  • ତୀରନ୍ଦାଜି ମିକ୍ସଡ ରିକର୍ଭ କ୍ବାର୍ଟର ଫାଇନାଲରେ ଦୀପିକା କୁମାରୀ ଓ ପ୍ରବୀଣ ଯାଦବ ପରାସ୍ତ
  • ଗତ ୨୪ ଘଣ୍ଟାରେ ଦେଶରେ ୩୯,୦୯୭ ନୂଆ କୋରୋନା ମାମଲା ଚିହ୍ନଟ, ୫୪୬ ମୃତ
  • ରାଜ୍ୟରେ ଦିନକରେ ଆଉ ୧୮୬୪କୋରୋନା ଆକ୍ରାନ୍ତ ଚିହ୍ନଟ, ୬୮ ମୃତ
  • ଚତୁର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେର ଓଡ଼ିଶା ରିପୋର୍ଟ
  • ୬୫.୧୨% ସାଧାରଣ ଲୋକ, ୮୫.୫୩% ସ୍ବାସ୍ଥ୍ୟକର୍ମୀଙ୍କ ଦେହରେ ଅଛି ଆଣ୍ଟିବଡି
  • ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୦.୯% ଲୋକଙ୍କ ଦେହରେ ଆଣ୍ଟିବଡି

ପୁଣି କମିଲା ସୁନା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପକ୍ଷେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ରହିଛି ।

ପୁଣି କମିଲା ସୁନା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ରବିବାର ଦେଶରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୧୧୨୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୨୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୨୩୦ ଟଙ୍କାରେ ପହଞ୍ଚିଛି । ସେପଟେ ଶନିବାର ଏହାର ମୂଲ୍ୟ ୪୬,୨୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଭାରତରେ ମିଳିଲା କୋରୋନାର ୧୨୦ରୁ ଅଧିକ ମ୍ୟୁଟେସନ୍, ୮ଟି ସବୁଠାରୁ ମାରାତ୍ମକ; ଅଧ୍ୟୟନରେ ହେଲା ଖୁଲାସା

ଅନ୍ୟପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କା ରହିଛି । ଯାହା ଶନିବାର ୬,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବିଦାୟ ମିଲଖା ସିଂହ: ପ୍ରଥମ ଧାବକ ଯିଏ ଦୌଡୁନଥିଲେ, ଉଡୁଥିଲେ

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୯୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୯୯୦ ଟଙ୍କାରେ ପହଞ୍ଚିଛି । ସେପଟେ ଶନିବାର ଏହାର ମୂଲ୍ୟ ୪୪,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ତିନିମାସ ପରେ ଦେଶରେ ଆସିପାରେ କୋରୋନାର ତୃତୀୟ ଲହର, ଚେତାବନୀ ଦେଲେ ବିଶେଷଜ୍ଞ

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପକ୍ଷେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୧୦ ଟଙ୍କା ରହିଛି । ଯାହା ଶନିବାର ୭,୩୧୦ ଟଙ୍କା ଥିଲା ।