• ବିଭିନ୍ନ କ୍ଷେତ୍ରରେ ପ୍ରଥମ ହୋଇଥିବା ଓଡ଼ିଶାକୁ ନୀତି ଆୟୋଗର ପ୍ରଶଂସା
  • ଜୁଲାଇରେ ଅଲିମ୍ପିକ୍ସ ସହ ସଂପୃକ୍ତ ବ୍ୟକ୍ତିଙ୍କ ମଧ୍ୟରୁ ୯୦ ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ
  • ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ହାତୀ ଆକ୍ରମଣରେ ମହିଳା ମୃତ
  • ଟୋକିଓ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ଭାରତୀୟ ମହିଳା ହକି ଟିମ୍
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
  • ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୨ ଜୀବନ
  • ଦେଶରେ ଦିନକରେ ୪୦ ହଜାର ୧୩୪ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଜାମ୍ମୁ ଓ କାଶ୍ମୀରର ସାମ୍ବା ସୀମାରେ ୪ ସନ୍ଦିଗ୍ଧ ଡ୍ରୋନ୍‌ ଠାବ
  • ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି ।

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ ଦେଶରେ ସୁନା-ରୁପା ମୂଲ୍ୟ (GoldଜSiver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୨୦ ଟଙ୍କା ରହିଛି । ଯାହା ରବିବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୬,୨୩୦ ଟଙ୍କା ରହିଛି । ସେହିପରି ରବିବାର ଏହାର ମୂଲ୍ୟ ୪୬,୨୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ରେଲୱେ ଘୋଷଣା କଲା ଆହୁରି ୪୨ଟି ଟ୍ରେନ୍, ଦେଖନ୍ତୁ ପୁରା ଲିଷ୍ଟ୍

ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ସୋମବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କା ରହିଛି । ଯାହା ରବିବାର ୬,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ୟୁପି ବିଧାନସଭା ନିର୍ବାଚନ: ଫାଇନାଲ୍ ହେଲା କଂଗ୍ରେସର ୫୦ ପ୍ରାର୍ଥୀ!

ସେପଟେ ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୯୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୯୦୦ ଟଙ୍କାରେ ପହଞ୍ଚିଛି । ସେପଟେ ରବିବାର ଏହାର ମୂଲ୍ୟ ୪୩,୯୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-RBI ର ଅନୁମୋଦନ ପରେ ଏବେ ବିକ୍ରି ହେବ ଏହି ବ୍ୟାଙ୍କ, ଗ୍ରାହକଙ୍କ ଟଙ୍କା ସହିତ କ’ଣ ହେବ…ଜାଣନ୍ତୁ ଏହା ସହ ଜଡିତ ସମସ୍ତ କଥା

ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ରାଜଧାନୀରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ସୋମବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୧୦ ଟଙ୍କା ରହିଛି । ଯାହା ରବିବାର ୭,୩୧୦ ଟଙ୍କା ଥିଲା ।