ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୮୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୨୧୦ ଟଙ୍କା ଥିଲା ।

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

About the Author