ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୯୦୦ ଟଙ୍କା ଥିଲା ।

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

About the Author