ପୁଣି ଖସିଲା ସୁନା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ପୁଣି ଖସିଲା ସୁନା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୫୦ ଟଙ୍କା ରହିଛି ।

ପୁଣି ଖସିଲା ସୁନା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ରେକର୍ଡ କରାଯାଇଥିବା ବେଳେ ରୁପା ମୂଲ୍ୟ (Siver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ  ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୫,୧୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୧୬୦ ଟଙ୍କା ରହିଛି । ସେହିପରି ଶନିବାର ଏହାର ମୂଲ୍ୟ ୪୪,୧୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଶସ୍ତା ହେଲା LPG ସିଲିଣ୍ଡର, ଏବେ ଏହି ରେଟରେ ମିଳିବ ଅଣ-ସବସିଡି ଯୁକ୍ତ ଗ୍ୟାସ୍

ସେପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୫୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ଶନିବାର ୬,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LIC ର ନୂତନ ପଲିସି, ବିନା ପ୍ରିମିୟମରେ ମିଳୁଛି ୧୦ ଲକ୍ଷ ଟଙ୍କାର କଭର

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୮୦ ଟଙ୍କା ରହିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୮୦୦ ଟଙ୍କା ରହିଛି । ଯାହା ଶନିବାର ୪୩,୮୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ଭାରତରେ କୋରୋନାକୁ ରୋକିବା ପାଇଁ ଲକଡାଉନ୍ ଏକ ପ୍ରଭାବଶାଳୀ ପଦକ୍ଷେପ'

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୮୦ ଟଙ୍କା ରହିଛି । ଯାହା ଶନିବାର ୭,୨୮୦ ଟଙ୍କା ଥିଲା ।