• ୯୮ ବର୍ଷ ବୟସରେ MDH ମସଲା ମାଲିକ ମହାଶୟ ଧର୍ମପାଲ ଗୁଲାଟିଙ୍କ ମୃତ୍ୟୁ । ଦିଲ୍ଲୀର ଏକ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ସୂଚନା ॥
  • ଧର୍ମପାଲଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ଶୋକ ପ୍ରକାଶ ॥
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲଙ୍କ ମଧ୍ୟ ଶୋକ ପ୍ରକାଶ
  • ପରୀ ହତ୍ୟା ମାମଲାରେ CBI ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବି କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ।
  • ପରୀକୁ ନ୍ୟାୟ ଦେବାକୁ କଂଗ୍ରେସ ଚାହେଁନି । ଡିସେମ୍ବର ୧୫ରୁ ପ୍ରତି ବ୍ଲକରେ ପଦଯାତ୍ରା କରିବ ବିଜେପି : ପ୍ରତାପ ଷଡ଼ଙ୍ଗୀ ॥
  • ରାଜ୍ୟରେ ବିଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ୧୭୫୫ ଛୁଇଁଲା ।
  • ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୩୪ କୋରୋନା ସଂକ୍ରମିତ ଚିହ୍ନଟ ॥

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୫୦୦ ଟଙ୍କା ଥିଲା । 

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁର ଦରର ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ମଙ୍ଗଳବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୯୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଚୀନର ୱୁହାନରୁ ପୁଣି ଆସିଲା ଦୁନିଆ ପାଇଁ ଚିନ୍ତା ବଢ଼ାଇଲା ଭଳି ଖବର

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୫୦୦ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-ଆମେରିକାର ଉଦ୍ୟମ ବିଫଳ, ପୁଣି ଆରମ୍ଭ ହେଲା ଆର୍ମେନିଆ-ଆଜେରବାଇଜାନ ଯୁଦ୍ଧ!

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ସୋମବାର ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟରେ ୮୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୨୨୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୭୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୧୩୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-'ଯଦି ଚୀନ୍ ଓ ଭାରତ ମଧ୍ୟରେ ଯୁଦ୍ଧ ଆରମ୍ଭ ହୁଏ ତେବେ ଭାରତର ପରାଜୟ ସୁନିଶ୍ଚିତ'

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୫୦୦ ଟଙ୍କା ଥିଲା ।