Advertisement
Article Detail0/zeeodisha/odisha775012
Zee OdishaOdisha National-Internationalଆହୁରି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆହୁରି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୨୧୦ ଟଙ୍କା ଥିଲା ।

ଆହୁରି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପକ୍ଷେ ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁର ଦରର ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ପୁଣି (ବୁଧବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯିଏ ଦେଇଛି ସମଗ୍ର ଦୁନିଆକୁ କୋରୋନା, ସେ ହିଁ ଦେବ ପ୍ରଥମ ଟୀକା !

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୨୧୦ ଟଙ୍କା ଥିଲା । 

Add Zee News as a Preferred Source

ଅଧିକ ପଢ଼ନ୍ତୁ:-ଭାରତର ଏହି ୫ଟି ରାଜ୍ୟରେ କୋରୋନା ଭୂତାଣୁର ବିପଦ ସବୁଠାରୁ ଅଧିକ, ଚେତାବନୀ ଜାରି କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୮୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୨୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୪୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୮୭୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ନୂଆ ରେକର୍ଡ କଲା ରାଜଧାନୀ

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୨୧୦ ଟଙ୍କା ଥିଲା । 

About the Author