ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

About the Author