ଆଜି ରାଜଧାନୀରେ ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦର ସ୍ଥିର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ଆଜି ରାଜଧାନୀରେ ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦର ସ୍ଥିର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୧୦ ଟଙ୍କାରେ ପହଞ୍ଚିଛି । 

ଆଜି ରାଜଧାନୀରେ ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦର ସ୍ଥିର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଜୁନ ୨୦ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ଅର୍ଥାତ ରବିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୦୦ ଟଙ୍କା ରହିଛି । ଯାହା ଗତକାଲି ୬,୦୯୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଜାତିସଂଘରେ ପୁଣି ଅପମାନିତ ହେଲା ପାକିସ୍ତାନ; ଏହି ଭାରତୀୟଙ୍କୁ ଆତଙ୍କୀ ଘୋଷଣା କରିବାକୁ ଚାହୁଁଥିଲା ପାକ୍, କିନ୍ତୁ...

ଏହା ବି ପଢ଼ନ୍ତୁ:-ଅଗ୍ନିପଥକୁ ନେଇ ବିବାଦ ମଧ୍ୟରେ ପିଏମ ମୋଦି ଦେଲେ ବଡ଼ ବୟାନ

ଏହା ବି ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବଡ଼ ପରିବର୍ତ୍ତନ, ମହଙ୍ଗା ଭତ୍ତା ସହିତ ବଢ଼ିବ ଏହି ୩ଟି ଜିନିଷ!

 

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଦେଖାଦେଇନାହିଁ । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫,୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କା ରହିଛି । ଯାହା ଗତକାଲି ୬,୬୩୦ ଟଙ୍କା ଥିଲା ।