ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ରହିଛି । ଯାହା ଗତକାଲି ମଧ୍ୟ ୬୭,୯୦୦ ଟଙ୍କା ଥିଲା ।

ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author