ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ଦର

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି ।

ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ଦର

About the Author