ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୭୨୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୨୨୦ ଟଙ୍କା ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author