ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୨,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୨,୨୧୦ ଟଙ୍କା ଥିଲା ।

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

About the Author