ଲଗାତର ଦ୍ୱିତୀୟ ଦିନରେ ବି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୬୦୦ ଟଙ୍କା ଥିଲା ।

ଲଗାତର ଦ୍ୱିତୀୟ ଦିନରେ ବି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Image Credit: ଡିଜାଇନ୍ ଫଟୋ

About the Author