ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ମେ ୧୦ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୮୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି ।  ଫଳରେ ୧୦ ଗ୍ରାମ ସୁନା ଦର ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୫୦୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପକ୍ଷେ ଆଜି ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୯୦ ଟଙ୍କା ରହିଛି । ଯାହା ଗତକାଲି ୬,୨୫୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୮୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୫୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ କିଣାଯାଉଛି ୧୨୫ କୋଟିର ନୂଆ ବିମାନ

ଏହା ବି ପଢ଼ନ୍ତୁ:-'ମୋଦିଙ୍କୁ ଚିଠି ଲେଖି ଲେଖି ୨୦୧୬ରୁ ଚେତାବନୀ ଦେଇଆସୁଛି, ଶେଷରେ ତାହା ହିଁ ଘଟିଲା'

ଏହା ବି ପଢ଼ନ୍ତୁ:-ପାକିସ୍ତାନକୁ ଚୀନର ୨୦ରୁ ଊର୍ଦ୍ଧ୍ୱ କମ୍ପାନୀର ଖୋଲା ଧମକ, ତିନି ହଜାର କୋଟି ନଦେଲେ...

 

ସେହିପରି ଭୁବନେଶ୍ୱରରେ ଆଜି ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୪୦୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୧୦ ଟଙ୍କା ରହିଛି । ଯାହା ଗତକାଲି ୬,୬୫୦ ଟଙ୍କା ଥିଲା ।