ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement
Article Detail0/zeeodisha/odisha1108539

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୩୭୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୫୦ ଟଙ୍କା ଥିଲା । 

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ଶୁକ୍ରବାର) ଅର୍ଥାତ ଫେବୃଆରୀ ୨୫ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୩୭୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୫୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୨୫୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୭୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୩୭୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୨୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଯୁଦ୍ଧ ବନ୍ଦ କରିବା ପାଇଁ ୟୁକ୍ରେନ ଆଗରେ ଏହି ସର୍ତ୍ତ ରଖିଲା ଋଷ

ଏହା ବି ପଢ଼ନ୍ତୁ:-ଏମାନେ ହେଉଛନ୍ତି ଋଷ ରାଷ୍ଟ୍ରପତିଙ୍କ ସିକ୍ରେଟ ଝିଅ, ଦୁନିଆ ନଜରରୁ ନିଜ ପରିବାରକୁ ଲୁଚାଇ ରଖିଛନ୍ତି ପୁଟିନ

ଏହା ବି ପଢ଼ନ୍ତୁ:-କମେଡିଆନରୁ ରାଷ୍ଟ୍ରପତି, ବର୍ତ୍ତମାନ ପୁଟିନ ଆଗରେ ମୁଣ୍ଡ ନୁଆଁଇବାକୁ ନାରାଜ; ଜାଣନ୍ତୁ ଯୁଦ୍ଧରେ ୟୁକ୍ରେନର କମାଣ ସମ୍ଭାଳିଥିବା ଜେଲେନସ୍କିଙ୍କ ବିଷୟରେ ସବୁକିଛି

ଏହା ବି ପଢ଼ନ୍ତୁ:-ୟୁକ୍ରେନର ଏହି ସାହସୀ ମହିଳା, ଯିଏ ଏକାକୀ ନିଜ ଦମରେ ଦେଉଥିଲେ ଋଷକୁ ଟକ୍କର; ଭୟରେ ଥରୁଥିଲେ ପୁଟିନ!

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୭୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।