• ନିର୍ବାଚନୀ ପଶାପାଲିରେ ଗେମ ଚେଞ୍ଜର ବେଣୁ !
  • ବାଲେଶ୍ୱର ଉପନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ରାଣୀ ପଣ୍ଡା
  • ଆଜି IPLରେ ଦୁଇଟି ମ୍ୟାଚ ଖେଳାଯିବ
  • IPL 2020: ଅପରାହ୍ଣ ସାଢେ ୩ଟାରେ ଦିଲ୍ଲୀ ଓ କୋଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ
  • IPL 2020: ସନ୍ଧ୍ୟା ସାଢେ ୭ଟାରେ ପଞ୍ଜାବ ହାଇଦ୍ରାବାଦ ମୁହାଁମୁହିଁ ହେବେ
  • କୋରୋନାକୁ ନେଇ ଚେତାବନୀ ଜାରି କଲା WHO
  • କାମାକ୍ଷାନଗର-ପଶ୍ଚିମାଞ୍ଚଳ ରେଞ୍ଜ ସୋଗର ଗ୍ରାମରେ ୨୨ଟିକିଆ ହାତୀ ପଲ, ବ୍ୟାପକ ଫସଲ ନଷ୍ଟ ଅଭିଯୋଗ

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ସୁନା ମୂଲ୍ୟ (Gold Price) ରେ ହ୍ରାସ ଦେଖାଦେଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଶୁକ୍ରବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୨୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୩୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୫୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୫୦ ଟଙ୍କା ଥିଲା ।

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'କିଛି ବି ହେଇଯାଉ, ଏଥର ନୀତିଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ଦେବି ନାହିଁ'

ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୪୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୩୫୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ସାକାର ହେବ ଶସ୍ତା ଘରର ସ୍ୱପ୍ନ ! ରାଜ୍ୟମାନଙ୍କୁ ଏହି ପରାମର୍ଶ ଦେଲେ ମୋଦି ସରକାର

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୧୦୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା ।