ପୁଣି ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଆଜି(ଗୁରୁବାର) ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୯,୦୦୦ ଟଙ୍କା ଥିଲା ।

ପୁଣି ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

About the Author