ପୁଣି ରୁପା ମୂଲ୍ୟରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୩,୦୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୦୫୦ ଟଙ୍କା ଥିଲା ।

ପୁଣି ରୁପା ମୂଲ୍ୟରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍

About the Author