ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ଦରରେ ୧,୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୨୦୦ ଟଙ୍କା ଥିଲା ।

ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

About the Author