ପୁଣି ଖସିଲା ସୁନା-ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା-ରୁପା ମୂଲ୍ୟ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

About the Author