ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୭୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୭୮୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୨୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ ଆଜିର ରେଟ୍

About the Author