ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement
Article Detail0/zeeodisha/odisha1131232

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । 

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୨୨ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ୨ ଦିନ ହେବ ସୁନା ମୂଲ୍ୟରେ ୫୦୦ ଟଙ୍କା ବଢ଼ିଛି । ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟରେ କୌଣସି ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୪୦୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୯୦ ଟଙ୍କା ରହିଛି । ଯାହା ଗତକାଲି ୬,୮୩୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୪୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଗୁଡ୍ ନ୍ୟୁଜ୍! ପୁଣି ଶସ୍ତା ହେଲା ଖାଇବା ତେଲ, ହ୍ରାସ ପାଇଲା ସୋରିଷ ତେଲ ସମେତ ସମସ୍ତ ତେଲ ଦର

ଏହା ବି ପଢ଼ନ୍ତୁ:-ହୃଦଘାତ ପୂର୍ବରୁ ଶରୀରରେ ଆସେ ଏସବୁ ପରିବର୍ତ୍ତନ, କଦାପି କରନ୍ତୁନି ଅଣଦେଖା

ଏହା ବି ପଢ଼ନ୍ତୁ:-ବର୍ତ୍ତମାନ କାହାକୁ ମିଳିବ LPG ସବସିଡି? ସ୍ପଷ୍ଟ କଲା ସରକାର

 

ଆଜି ମଧ୍ୟ ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୯୦ ଟଙ୍କା ରହିଛି । ଯାହା ଗତକାଲି ୬,୮୩୦ ଟଙ୍କା ଥିଲା ।