ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୬୦ ଟଙ୍କା ରହିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।

ଆଜି ଏତେ ଟଙ୍କା ମହଙ୍ଗା ହେଲା ସୁନା ତ ରୁପା ଦରରେ ବଡ଼ ଧରଣର ବୃଦ୍ଧି, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ଶୁକ୍ରବାର) ଅର୍ଥାତ ମେ ୨୭ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ଅର୍ଥାତ ଗୁରୁବାର ସୁନା ମୂଲ୍ୟରେ ୨୭୦ ଟଙ୍କା ହ୍ରାସ ଘଟିଥିଲା । ସେପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ମୂଲ୍ୟରେ ୬୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୫ ଟଙ୍କା ରହିଛି । ଯାହା ଗତକାଲି ୬,୧୫୦ ଟଙ୍କା ଥିଲା ।

ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୨୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-SBI, HDFC ଏବଂ ICICI ବ୍ୟାଙ୍କର ଗ୍ରାହକଙ୍କ ପାଇଁ ଜରୁରୀ ଖବର, ଅର୍ଥମନ୍ତ୍ରୀ କଲେ ବଡ଼ ଘୋଷଣା

ଏହା ବି ପଢ଼ନ୍ତୁ:-ଏହି ନେତା ହୋଇପାରନ୍ତି ବିରୋଧୀ ମେଣ୍ଟର ରାଷ୍ଟ୍ରପତି ପ୍ରାର୍ଥୀ! ଉଭୟ ବିଜେପି-କଂଗ୍ରେସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିବେ ପୂର୍ବତନ ଆଇନ ମନ୍ତ୍ରୀ

ଏହା ବି ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଜୁଲାଇ ୧ରେ ପୁଣି ବଢ଼ିବ ଏତେ ଦରମା!

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୬୦ ଟଙ୍କା ରହିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।