ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ

ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୯୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୬୦ ଟଙ୍କାରେ ପହଞ୍ଚିଛି । 

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ

ନୂଆଦିଲ୍ଲୀ: Gold-Silver Rate: ଆଜି (ଶୁକ୍ରବାର) ଅର୍ଥାତ ଏପ୍ରିଲ ୨୯ରେ ସୁନା ଓ ରୁପା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି ।  ଦେଶରେ ଗତକାଲି ସୁନା ମୂଲ୍ୟରେ ୪୯୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୬୦ ଟଙ୍କାର୍ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୩୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୦୦ ଟଙ୍କା ରହିଛି । ଯାହା ଗତକାଲି ୬,୩୮୦ ଟଙ୍କା ଥିଲା ।

ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୯୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଏହି ବ୍ୟକ୍ତିଙ୍କ ପାଇଁ କଂଗ୍ରେସ ଉପରେ ଅସନ୍ତୁଷ୍ଟ ଥିଲେ ହାର୍ଦ୍ଦିକ! ବର୍ତ୍ତମାନ ନିର୍ବାଚନରେ ମିଳିବ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଏହା ବି ପଢ଼ନ୍ତୁ:-ପୁଣି ଆମେରିକା ସମେତ ସାରା ଦୁନିଆର ଟେନସନ୍ ବଢ଼ାଇଲେ କିମ୍ ଜଙ୍ଗ

ଏହା ବି ପଢ଼ନ୍ତୁ:-ପୁଟିନଙ୍କୁ ବି ହୋଇଛି ହିଟଲଙ୍କ ପରି ଭୟଙ୍କର ରୋଗ! ସାମ୍ନାକୁ ଆସିଲା ଭିଡିଓ

 

ସେହିପରି ଭୁବନେଶ୍ୱରରେ ଆଜି ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଦେଖାଦେଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୦୦ ଟଙ୍କା ରହିଛି । ଯାହା ଗତକାଲି ୬,୩୮୦ ଟଙ୍କା ଥିଲା ।