• ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୧ ଲକ୍ଷ ୨୧ ହଜାର ୩୧୧ ଆକ୍ରାନ୍ତ
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪ ହଜାର ୨ଜଣଙ୍କ ଜୀବନ
  • ଦିନକରେ ନୂଆ ୮୪ ହଜାର ୩୩୨ ନୂଆ ପଜିଟିଭ ଚିହ୍ନଟ
  • ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଲା କିଲର କୋରୋନା
  • ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୮୫୨ ପଜିଟିଭ ଚିହ୍ନଟ
  • UG/PG ପରୀକ୍ଷା ହେବ, ପୁଣି ୧୮ରେ ବୈଠକ
  • ଆଜି ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି
  • ଦିଲ୍ଲୀ ଲାଜପତ ନଗର କପଡା ସୋରୁମରେ ଅଗ୍ନିକାଣ୍ଡ, ୧୬ ଦମକଳ ନିୟୋଜିତ
  • ଇସ୍ତଫା ଦେଲେ ତେଲେଙ୍ଗାନା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଇ. ରାଜେନ୍ଦ୍ର
  • କୃଷକ ଆନ୍ଦୋଳନ: ୨୬ରେ ରାଜଭବନ ଘେରାଓ

ରାଜଧାନୀରେ ସୁନା-ରୁପା ମୂଲ୍ୟରେ ସାମନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । 

ରାଜଧାନୀରେ ସୁନା-ରୁପା ମୂଲ୍ୟରେ ସାମନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟି ଥିବା ବେଳେ ରୁପା ମୂଲ୍ୟ (Siver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୨୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୬,୦୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୦୭୦ ଟଙ୍କାରେ ପହଞ୍ଚିଛି । ସେପଟେ ଶନିବାର ଏହାର ମୂଲ୍ୟ ୪୫,୦୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଆଉ ଏକ କଡ଼ା ଚେତାବନୀ ଜାରି କଲା WHO

ସେହିପରି ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୦୦ ଟଙ୍କା ରହିଛି । ଯାହା ଶନିବାର ୭,୧୦୦ ଟଙ୍କା ଥିଲା ।

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୭୦ ଟଙ୍କାର ବୃଦ୍ଧି ଘଟିଛି । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୯୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୪,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଲୱେ ବାତିଲ କଲା ଆହୁରି ଅନେକ ପ୍ରମୁଖ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ସେହିପରି ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ନଥିଲା । ଅନ୍ୟପଟେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୦୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୦୦ ଟଙ୍କା ରହିଛି । ଯାହା ଶନିବାର ୭,୬୦୦ ଟଙ୍କା ଥିଲା ।