ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି(ଶୁକ୍ରବାର) ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୮୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author