ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୭୮୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୨୮୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ ଆଜିର ରେଟ୍

About the Author